ବଢ଼ିଲା ସମିତି ସଭ୍ୟଙ୍କ ଦରମା; ୭୫୦୦ରୁ ୯୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟ ସରକାର ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି । ୭୫୦୦ ରୁ ୯୫୦୦ ଟଙ୍କାକୁ ଦରମା ବୃଦ୍ଧି କରିଛନ୍ତି । ଆସନ୍ତା ଏପ୍ରିଲ ୧ ତାରିଖରୁ ବର୍ଦ୍ଧିତ ଦରମା ଲାଗୁ ହେବ । ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ମାର୍ଚ୍ଚ…