ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ହେବେ ସାମିଲ
ଭୁବନେଶ୍ୱର : ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ଜୁନ ୧୧ କିମ୍ବା ୧୨ ତାରିଖରେ ଓଡ଼ିଶା ଆସିବା ନେଇ PMO ପକ୍ଷରୁ ସୂଚନା ମିଳିଛି । ୧୨ ତାରିଖକୁ ମୋହନ ସରକାରଙ୍କୁ ପୁରୁଛି ବର୍ଷେ ।…