ଜେଲ ଗଲେ ଜଗନ୍ନାଥ ପ୍ରଧାନ, ଆନ୍ଦୋଳନରୁ ଓହରିଲା OAS ସଂଘ
ଭୁବନେଶ୍ୱର : ଜଗା ପ୍ରଧାନଙ୍କ ଗିରଫ ସହ ଆନ୍ଦୋଳନ ପ୍ରତ୍ୟାହାର କଲା OAS ସଂଘ । ଏନେଇ ସୂଚନା ଦେଇଛନ୍ତି OAS ସଂଘ ସଭାପତି ଜ୍ୟୋତି ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ । ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା । ରାଜ୍ୟ…