ବିଧାନସଭା ପରିସରରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡିଶା ବିଧାନସଭା ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୮ ତମ ଜୟନ୍ତୀ ପାଳିତ ହୋଇଛି । କାଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ଅନ୍ୟ ଅତିଥିମାନେ ନେତାଜୀଙ୍କ…