ସାରା ଦେଶରେ ପାଳନ ହେଉଛି ଏକତା ଦିବସ, ହୃଦୟରୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ଆଜି ଜାତୀୟ ଏକତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ୧୪୯ ତମ ଜୟନ୍ତୀରେ ଯୋଗ ଦେଇଛନ୍ତି । ଏଥିପାଇଁ ସେ ଗୁଜୁରାଟର କବାଡିଆଁ ଠାରେ ପହଞ୍ଚିଥିଲେ । ପ୍ରଧାନମନ୍ତ୍ରୀ ମୋଦି ଷ୍ଟାଚ୍ୟୁ ଅଫ ୟୁନିଟି ଉପରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । …