Browsing Tag

steel pot

ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ, ନାକେଦମ ହେଲେ ଡାକ୍ତର

ବଣାଇ: ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ। ଡାକ୍ତରଖାନାରେ କଟରରେ ଗରାକୁ କାଟି ବାହାର ଗଲା ଶିଶୁରୁ ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜାଙ୍ଗଳା ଗାଁରେ ଘଟିଛି ଏପରି ଘଟଣା । ସୂଚନା ଅନୁସାରେ ବାବୁଲି ମୁଣ୍ଡା ଓ ତାଙ୍କର ପତ୍ନୀ ସାବିନା ମୁଣ୍ଡାଙ୍କର ୪ବର୍ଷର…