ବଜ୍ରକାପ୍ତା ଡିଲ୍ ବେଳେ ମାଡ଼ିବସିଲା STF, ଜଣେ ଗିରଫ
ବଲାଙ୍ଗୀର (କେନ୍ୟୁଜ): STF ପଞ୍ଝାରେ ବଜ୍ରକାପ୍ତା ଚୋରା ଚାଲାଣକାରୀ । ଡିଲ୍ ବେଳେ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର । ବଲାଙ୍ଗିର ଜିଲ୍ଲା ବରଗାଁ ଛକ ନିକଟରେ ବଜ୍ରକାପ୍ତା ଉଦ୍ଧାର ସହ ଜଣଙ୍କୁ ଗିରଫ କରିଛି STF । ଗିରଫ ଅଭିଯୁକ୍ତର ନାଁ ଅଜିତ କୁମାର ବୁଡେକ। ୨୦୨୦ ମସିହାରୁ ଏପର୍ଯ୍ୟନ୍ତ ୧୦ଟି…