Browsing Tag

storm alert in odisha

ଆସନ୍ତା ୧୭ରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା , ରାଜ୍ୟରେ ଆଲର୍ଟ ଜାରି

ଭୁବନେଶ୍ବର(କେନ୍ୟୁଜ୍) : ଆସନ୍ତା ୧୭ରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଉତ୍ତର ଓଡ଼ିଶାରେ କିନ୍ତୁ ପ୍ରବଳ ବର୍ଷା ଲାଗିରହିବ। ଏହାକୁ ଦୃଷ୍ଟିରେ ରଖି ୧୭ ତାରିଖ ପାଇଁ ରାଜ୍ୟରେ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସ୍ଥିତି ଉପରେ ଦୃଷ୍ଟି…