ଶ୍ରମିକ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା, ବିଭିନ୍ନ ସ୍ଥାନରେ ରାସ୍ତାରୋକ ଆନ୍ଦୋଳନ ଓ ବିକ୍ଷୋଭ ପ୍ରଦର୍ଶନ
ଭୁବନେଶ୍ୱର : କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ । ଦେଶର ୧୦ଟି ଶ୍ରମିକ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା । ଦେଶବ୍ୟାପୀ ଚକାଜାମ୍ । ୧୨ ଦଫା ଦାବିରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ…