ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ଘଟଣାକୁ ନେଇ ଆଇନ୍ ମନ୍ତ୍ରୀଙ୍କ ପ୍ରତିକ୍ରିୟା, ଆହୁରି କଡାକଡି ହେବ ଚେକିଂ
ପୁରୀ : ଶ୍ରୀମନ୍ଦିରରେ ହିଡେନ କ୍ୟାମେରା ଘଟଣାରେ ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ…