ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼, ଭିଡିଓ ଇନଷ୍ଟଗ୍ରାମରେ ଅପଲୋଡ କରି ଦେଲେ ଧମକ
ସୁବର୍ଣ୍ଣପୁର: ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରଙ୍କୁ ନିସ୍ତୁକ ମାଡ଼ । ବିଧା, ଗୋଇଠା ସହ ଚାପୁଡା । ସୋସିଆଲ ମିଡିଆରେ ଭାଇରାଲ ଭିଡିଓ । ସୁବର୍ଣ୍ଣପୁର ଜିଲ୍ଲାର ବିଦ୍ୟାଳୟରୁ ଆସିଛି ଅମାନବୀୟ ଭିଡିଓ । ଜଣେ ନବମ ଶ୍ରେଣୀ ଛାତ୍ରକୁ ତାର ତିନିଜଣ ସହପାଠୀ ଏବଂ ବାହାରୁ ଦୁଇ ଛାତ୍ର ନିସ୍ତୁକ…