Below header
Browsing Tag

student and parents protest

ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା, ସ୍କୁଲ ଆଗରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟରେ ତାଲା। ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ। କଳାହାଣ୍ଡିର ନର୍ଲା ବ୍ଲକ ଧୃକୁଟୀ ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦୀର୍ଘ ଦିନ ହେବ ଶିକ୍ଷକ ଅଭାବ ରହିଛି। ୧୩୦ଜଣ ଛାତ୍ରଛାଚ୍ରୀଙ୍କ ପାଇଁ ମାତ୍ର ୫ଜଣ ଶିକ୍ଷକ ଅଛନ୍ତି। ୯ମ ଓ ୧୦ମ ଶ୍ରେଣୀ ପାଇଁ…