ପୁଣି ଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର
ଯାଜପୁର ରୋଡ(କେନ୍ୟୁଜ୍): ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରଙ୍କ ଆତ୍ମହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଯାଜପୁର ରୋଡ ଥାନା ଦଳା ସ୍ଥିତ ଏକ ଘରୋଇ କଲେଜ ହଷ୍ଟେଲରେ। ତେବେ ଏଯାଏ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଯାଜପୁର ରୋଡ ସ୍ୱାସ୍ଥ୍ୟକେନ୍ଦ୍ରରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ…