ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି । କିଛି ଦିନ ତଳେ ସମସ୍ୟା ନେଇ…