ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା: ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ
ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ । ବସଟି ପ୍ରାୟ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯିବା ବେଳେ ବାଇକ ସହ…