ମହିଳାଙ୍କ ପାଇଁ ଆସିଲା ଖୁସିଖବର, ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା…