Below header
Browsing Tag

subhadra pahandi bije

ଘଣ୍ଟ ଓ ଶଙ୍ଖର ଶବ୍ଦରେ ପ୍ରକମ୍ପିତ ଶ୍ରୀମନ୍ଦିର, ବଡ ଭାଇ ବଳଭଦ୍ରଙ୍କ ପଛେ ପଛେ ରଥାରୁଢ ହେଲେ ହଳଦୀ ମୁହିଁ ଦେବୀ…

ପୁରୀ(କେନ୍ଯୁଜ୍): ଶ୍ରୀଜିଉମାନଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଯାଇଛି । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି, ଦେବୀ ସୁଭଦ୍ରା ଓ…

ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି, ଶୂନ୍ଯ ପହଁଣ୍ଡିରେ ଆସି ରଥାରୁଢ ହେଲେ ମା’ ସୁଭଦ୍ରା

ପୁରୀ: ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧା ମୂରତି। ଜନ୍ମବେଦୀ ଅଭିମୁଖେ ଯାତ୍ରା କରିବେ ତିନିଠାକୁର । ଶ୍ରୀଜିଉଙ୍କ ଯଥାରୀତି ନୀତିକାନ୍ତି ଶେଷ ହେବା ପରେ ନିର୍ଦ୍ଧାରିତ ସମୟରେ ଆରମ୍ଭ ହୋଇଯାଇଛି ପହଣ୍ଡି । କଡ଼ା କଟକଣା ଭିତରେ ଆରମ୍ଭ ହୋଇଯାଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ…