ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ: ମାର୍ଚ୍ଚ ୬ରେ ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ । ମହିଳାଙ୍କ ସୁବିଧା ପାଇଁ ପଞ୍ଚମ ପର୍ଯ୍ୟାୟ ସୁଭଦ୍ରା ଯୋଜନା ସହାୟତା ମିଳିବାକୁ ଯାଉଛି । ମାର୍ଚ୍ଚ ୬ରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ ମହିଳା । ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା । ମହିଳାଙ୍କ…