ଫୋକସରେ ବଣ୍ଡା ଘାଟି, ଚତୁର୍ଥ ପର୍ଯ୍ୟାୟରେ ସବୁ ମହିଳା ପାଇବେ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡା
ମାଲକାନଗିରି : ରାଜ୍ୟ ସରକାରଙ୍କ ଫୋକସରେ ବଣ୍ଡା ଘାଟି । କୌଣସି ବଣ୍ଡା ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେନି। ସେମାନେ ଖୁବଶୀଘ୍ର ସୁଭଦ୍ରା ଟଙ୍କା ପାଇବେ । ଆଜି ମାଲକାନଗିରି ଜିଲ୍ଲା ବଣ୍ଡା ଘାଟି ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବଣ୍ଡା ଲୋକଙ୍କ ସହ ବିଭିନ୍ନ…