Browsing Tag

subhadra yojana

ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଏବେ ମିଳି ନଥିଲେ ମାର୍ଚ୍ଚ ୮ରେ ପାଇବେ

ଯାଜପୁର : ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି…

କାଲି ଆସିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯାଜପୁରରୁ ହେବ ଶୁଭାରମ୍ଭ

ସମ୍ବଲପୁର : ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ବଣ୍ଟନ କରାଯିବ । ଏହାକୁ ମିଶାଇ ରାଜ୍ଯରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହାସହ ଯେଉଁମାନେ…

ସୁଭଦ୍ରା ଯୋଜନାରେ ନିଆଗଲା ଆଉ ତିନୋଟି ପଦକ୍ଷେପ : ଉପ ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନାରେ ନିଆଗଲା ଆଉ ତିନୋଟି ପଦକ୍ଷେପ ।  ଉତ୍କର୍ଷ ଓଡ଼ିଶାରେ ସୁଭଦ୍ରାରୁ ମୁଦ୍ରା କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୁଣ ସୁଭଦ୍ରା, କୁହ ସୁଭଦ୍ରା ଓ ସୁଭଦ୍ରା ସେତୁ ଭଳି ତିନୋଟି ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା ।  ଶୁଣ ସୁଭଦ୍ରା…

ଆମକୁ ବି ଦରକାର ସୁଭଦ୍ରା ପଇସା : ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ଚାଞ୍ଚଲ୍ୟ ଖବର । ଯୋଜନାରେ ମହିଳାମାନେ ଆବେଦନ କରୁଥିବାବେଳେ ବର୍ତ୍ତମାନ ପୁରୁଷ ମାନେ ବି ଆବେଦନ କରିଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା…

୮୦୦୦ରୁ ଅଧିକ ଆବେଦନକାରୀ ହେଲେ ସୁଭଦ୍ରାରେ ପୁନଃ ସାମିଲ, ଖୁବ ଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ନେଇ ବଡ଼ ଖବର । ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ପୁଣି ଯୋଡ଼ି ହୋଇପାରିବେ ଏହି ଯୋଜନା ସହିତ ବୋଲି କହିଛନ୍ତି ସରକାର । ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି ବୋଲି ରାଜ୍ୟ ସରକାର କହିଛନ୍ତି । ଏହା ଦ୍ୱାରା…

ବିକଶିତ ଓଡ଼ିଶାର ମୂଳ ପିଣ୍ଡ ହେବ ସୁଭଦ୍ରା ଯୋଜନା: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ବିକଶିତ ଓଡ଼ିଶାର ମୂଳ ପିଣ୍ଡ ହେବ ସୁଭଦ୍ରା ଯୋଜନା । ୨୦୨୫ ସୁଭଦ୍ରାର ବର୍ଷ ହେବ । ଚଳିତ ବର୍ଷ ୩ଥର ମାଆ ମାନେ ସୁଭଦ୍ରା ଟଙ୍କା ପାଇବେ । ଆମ ପାଖରେ କିଛି ଚ୍ୟାଲେଞ୍ଜ ନାହିଁ । ଯେତେବେଳେ ଯେଉଁ ସମସ୍ୟା ସାମ୍ନାକୁ ଆସିବ, ତାକୁ ସମାଧାନ କରିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି…

ମାର୍ଚ୍ଚରେ ମିଳିବ ‘ସୁଭଦ୍ରା’ର ଦ୍ବିତୀୟ କିସ୍ତି, କୋଟିଏ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜାନୁଆରୀ ସୁଦ୍ଧା କୋଟିଏ ମହିଳାଙ୍କୁ ମିଳିବ ପ୍ରଥମ କିସ୍ତି ସହାୟତା ।  ଏହା ପରେ ମାର୍ଚ୍ଚରେ ମିଳିବ ‘ସୁଭଦ୍ରା’ ଯୋଜନାର ଦ୍ବିତୀୟ କିସ୍ତି ।  ଏଥିରେ ମଧ୍ୟ କୋଟିଏ ହିତାଧିକାରୀ ପାଇବେ ଦ୍ବିତୀୟ କିସ୍ତି ଟଙ୍କା । ଏକାକାଳୀନ କୋଟିଏ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା । …

ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର ।  ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ ।  E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା…

ମାର୍ଚ୍ଚ ମାସ ସୁଦ୍ଧା ୨୧ ବର୍ଷରେ ପାଦ ଦେଇଥିବା ଝିଅମାନଙ୍କୁ ବି ମିଳିବ ସୁଭଦ୍ରା ଟଙ୍କା : ଉପ ମୁଖ୍ୟମନ୍ତ୍ରୀ

ଯେଉଁମାନେ ସୁଭଦ୍ରା ଟଙ୍କା ଏପର୍ଯ୍ୟନ୍ତ ପାଇଁ ନାହାନ୍ତି ସେମାନଙ୍କ ପାଇଁ ଖୁସି ଖବର ନେଇ ଆସିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।  ଟଙ୍କା ପାଇଁ ବ୍ୟାଙ୍କରେ ପ୍ରବଳ ଭିଡ ଲାଗିଥିବା କଥା ଉପ ମୁଖ୍ୟମନ୍ତ୍ରୀ କହିଥିଲେ । ମାର୍ଚ୍ଚ ବେଳକୁ ଯୁବତୀ ଯଦି ୨୦ ବୟସରୁ ୨୧ ବୟସରେ ପାଦ ଦେଇଥିବେ…

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର: ମାର୍ଚ୍ଚ ୭ରେ ମିଳିବ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର । ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିରେ ଶେଷ ପର୍ୟ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଆସିବ । ଆଉ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ । ଏନେଇ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା…

ସୁଭଦ୍ରା ଟଙ୍କା ଆସିନଥିଲେ ହୁଅନ୍ତୁ ନାହିଁ ବ୍ୟସ୍ତ, ଏଣିକି ସରକାରୀ ଅଧିକାରୀ ଘରକୁ ଯାଇ ସମସ୍ୟାର କରିବେ ସମାଧାନ

ନଭେମ୍ବର ୨୪ରେ ମିଳିଲା ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଆକାଉଣ୍ଟକୁ ଆସିଲା କିସ୍ତି । ବାଦ ପଡ଼ିଥିବା ଆବେଦନକାରୀଙ୍କ ମଧ୍ୟରୁ ୨୫ ପ୍ରତିଶତ ସାମିଲ୍ ହୋଇଛନ୍ତି । ଯେଉଁ ମହିଳା ମାନେ ଟଙ୍କା ପାଇ ନାହାନ୍ତି ସେମାନଙ୍କର ଯୋଗ୍ୟତା ଓ ଫିଜିକାଲ…

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ‘ସୁଭଦ୍ରା’ : ୨୪ରେ ଆଉ ୨୦ ଲକ୍ଷ ଆକାଉଣ୍ଟରେ କ୍ରେଡିଟ ହେବ…

ଭୁବନେଶ୍ୱର : ‘ସୁଭଦ୍ରା’ ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ । ସମସ୍ତ…