ବାଲୁକା କଳା ମାଧ୍ୟମରେ ରାମ ନବମୀ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ପୁରୀ (କେନ୍ୟୁଜ): ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ଶୁଭେଛା ଜଣାଇଛନ୍ତି । ଶ୍ରୀରାମଙ୍କ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରି HAPPY…