ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି: ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଶ୍ରୀ ସୁଦର୍ଶନ
ପୁରୀ(କେନ୍ଯୁଜ୍): ଦୀର୍ଘ ସମୟର ଅପେକ୍ଷା ପରେ ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ଶ୍ରୀ ସୁଦର୍ଶନ। ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହୋଇଛନ୍ତି ସୁଦର୍ଶନ।
ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ଶ୍ରୀଗୁଣ୍ଡିଚା…