ଆନ୍ତର୍ଜାତୀୟ ଯୋଗ ଦିବସ: ବାଲୁକା କଳାରେ ଯୋଗ କରି ସୁସ୍ଥ ରହିବାର ବାର୍ତ୍ତା ପ୍ରଦାନ କଲେ ସୁଦର୍ଶନ ପଟ୍ଟନାୟକ
ପୁରୀ: ପୁରୀରେ ସୁନ୍ଦର ବାଲୁକାକଳା ମାଧ୍ୟମରେ ଆନ୍ତର୍ଜାତୀୟ ଯୋଗ ଦିବସର ଶୁଭେଚ୍ଛା । ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗାସନର ଚିତ୍ର ନିର୍ମାଣ କରିଛନ୍ତି । ଏଥିସହ ଯୋଗର ବିଭିନ୍ନ ମୁଦ୍ରାକୁ ଅତି ସୁନ୍ଦର ଭାବେ…