Browsing Tag

summer day

ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ, ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ

କେନ୍ୟୁଜ୍: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ଲହରୀ। ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ । ଗତକାଲି ୪୦ ଡିଗ୍ରୀ ସେଲସିୟସ ଉପରେ ୧୧ ସହରର ତାପମାତ୍ରା ରେକର୍ଡ କରାଯାଇଛି । ସୋନପୁର ୪୨.୪ ଡିଗ୍ରୀ ସେଲସିୟସ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ଆଉ ୨ ଦିନ ଧରି ଗ୍ରୀଷ୍ମ…

ପ୍ରଚଣ୍ଡ ରୌଦ୍ରତାପରେ ସିଝୁଛି ଓଡ଼ିଶା, ୪୪.୬ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର

କେନ୍ୟୁଜ୍: ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ଲହରୀ। ପ୍ରଚଣ୍ଡ ରୌଦ୍ରତାପରେ ସିଝୁଛି ଓଡ଼ିଶା। ଆକାଶରୁ ନିଆଁ ବର୍ଷୁଛି। ଅସହ୍ୟ ଗ୍ରୀଷ୍ଣ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ। ରାଜ୍ୟର ୧୩ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ୪୪.୬ ଡିଗ୍ରୀ ସହ ଝାରସୁଗୁଡ଼ା…