ଚଳଚଞ୍ଚଳ ଶ୍ରୀକ୍ଷେତ୍ର : କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ : କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ଆଜି ରାଜରାଜେଶ୍ୱର ବା ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଗୋଟିଏ ବର୍ଷରେ ମହାପ୍ରଭୁ ପାଞ୍ଚ ଥର ସୁନାବେଶ ହେବାର ପରମ୍ପରା ରହିଛି । ତେବେ କାର୍ତ୍ତିକ ମାସ ପୂର୍ଣ୍ଣିମାରେ ରାଜରାଜେଶ୍ବର ବେଶ…