Below header
Browsing Tag

sundargarh news

ସୁନ୍ଦରଗଡ଼ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ବୋଲେରୋ ଧକ୍କାରେ ଦୁଇ ସାଇକେଲ ଆରୋହୀ ମୃତ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଅଘଟଣ । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଦୁଇ ଦୁଇଟି ଜୀବନ । ଜିଲ୍ଲାର ମହୁଲିପାଳ ନିକଟରେ ଘଟିଛି ଏହି ଦୁର୍ଘଟଣା । ସୂଚନା ଅନୁଯାୟୀ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ଦୁଇ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ୨ ସାଇକେଲ…