ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଅଖ-ଚକ ସବୁ ଠପ୍
ସୁନ୍ଦରଗଡ଼ (କେନ୍ୟୁଜ): ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି । ଯାହାଫଳରେ ରାସ୍ତାରେ ବିଭିନ୍ନ ସ୍ଥାନରେ ଗାଡି ମଟର ଅଟକି ରହିଥିବା ଦେଖିବାକୁ ମିଳିଛି ।
ସୂଚନା ଅନୁଯାୟୀ ସୁନ୍ଦରଗଡ଼ ସହକାରୀ ଜିଲ୍ଲାପାଳ ରଶ୍ମିତା ମିଞ୍ଜ ଓ…