Browsing Tag

sundargarh

ସୁନ୍ଦରଗଡ଼ରେ ଗରିବଙ୍କ ଭାଗ୍ୟ ବଦଳାଇଛି ପରିବା ଚାଷ, ସରକାର ଦେଉଛନ୍ତି ସହାୟତା

ପରିବା ଚାଷ ଆପଣଙ୍କ ଭାଗ୍ୟ ବଦଳାଇ ଦେଇପାରେ । ରାଜ୍ୟ ହେଉ କି ରାଜ୍ୟ ବାହାରୁ ହେଉ ଏଭଳି ଉଦାହରଣ ଆମେ ଅନେକ ଦେଖିଛନ୍ତି । ଟାଙ୍ଗର ଭୂଇଁରେ ପରିବା ଫଳାଇ ଅନେକ ଚାଷୀ ଯେ କେବଳ ଆତ୍ମନିର୍ଭରଶୀଳ ହୋଇଛନ୍ତି ତାହା ନୁହେଁ ବରଂ ପରିବାରୁ ରୋଜଗାର ଅନେକଙ୍କର ଦୈନନ୍ଦିନ ଆର୍ଥିକ ଆବଶ୍ୟକତାକୁ…

ସୁନ୍ଦରଗଡ଼ରେ ପୁଣି ୭ ସ୍କ୍ରବ୍ ଟାଇଫସ ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୦୩କୁ ବୃଦ୍ଧି

ସୁନ୍ଦରଗଡ଼ (କେନ୍ୟୁଜ): ମାଡି ଚାଲିଛି ସ୍କ୍ରବ୍‌ ଟାଇଫସ୍‌ । ଲଗାତାର ଭାବରେ ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପୁଣି ଦିନକରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୧ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ…

ରାସ୍ତାରୁ ଦୁଇ ନିର୍ବସ୍ତ୍ର ମହିଳା ଉଦ୍ଧାର ଘଟଣା, ମା’ ଓ ଝିଅଙ୍କୁ ଦୁଷ୍କର୍ମ ଅଭିଯୋଗ ପରେ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼ (କେନ୍ୟୁଜ); ରାସ୍ତାରୁ ଉଲଗ୍ନ ଅବସ୍ଥାରେ ଉଦ୍ଧାର ମା’, ଝିଅଙ୍କ ସହ ହୋଇଛି ଦୁଷ୍କର୍ମ । ସୁନ୍ଦରଗଡ଼ରୁ ଉଦ୍ଧାର ଦୁଇ ମହିଳାଙ୍କ ସମ୍ପର୍କରେ ଛାତି ଥରାଇ ଦେଲା ଭଳି ଘଟଣା ସାମ୍ନାକୁ ଆସିଛି । ଝିଅ ପାଟିରୁ କଥା ବାହାରୁ ନଥିବା ବେଳେ ଅଳ୍ପ କିଛି କଥା କହିଛନ୍ତି ମା’। ଏମାନଙ୍କ ଘର…

୨୪ ଘଣ୍ଟାରେ ପୁଣି ୬ ଜଣ ସ୍କ୍ରବ ଟାଇଫସ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧ କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ…

ବେକାବୁ ହେଲାଣି ସ୍କ୍ରବ୍ ଟାଇଫସ୍, ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ଟିମର ସ୍ଥିତି ସମୀକ୍ଷା

ସୁନ୍ଦରଗଡ଼ (କେନ୍ୟୁଜ): ରାଜ୍ୟରେ ବେକାବୁ ହେଲାଣି ସ୍କ୍ରବ୍ ଟାଇଫସ୍ । ପ୍ରତିଦିନ ଚିହ୍ନଟ ହେଉଛନ୍ତି ନୂଆ କେସ୍ । ରାଜ୍ୟରେ ସ୍କ୍ରବ ଟାଇଫସ୍କୁ ନେଇ କେନ୍ଦ୍ରର ପଦକ୍ଷେପ । ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦ୍ରୀୟ ଟିମର ସ୍ଥିତି ସମୀକ୍ଷା । ଓଡ଼ିଶାର ୨ ବିଶେଷଜ୍ଞ ମଧ୍ୟ ଟିମରେ ସାମିଲ ହୋଇଛନ୍ତି ।…

ସୁନ୍ଦରଗଡ଼ରେ ବଢୁଛି ସ୍କ୍ରବ୍ ଟାଇଫସ୍ ଆତଙ୍କ, ଚିହ୍ନଟ ହେଲେ ୧୩ ଆକ୍ରାନ୍ତ

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ଆକ୍ରାନ୍ତ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ସ୍କ୍ରବ…

ଭୟ ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡ଼ରେ ୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ଼ (କେନ୍ୟୁଜ): ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ ଆତଙ୍କ । ସୁନ୍ଦରଗଡ ଜିଲ୍ଲାରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟ ୨୫୦କୁ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ ଟାଇଫସ୍ ରୋଗୀ…

ସୁନ୍ଦରଗଡ଼ରେ ୧୪ ନୂଆ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି

ସୁନ୍ଦରଗଡ଼ (କେନ୍ୟୁଜ): ଚିନ୍ତା ବଢ଼ାଇଲାଣି ସ୍କ୍ରବ ଟାଇଫସ । ୪୮ ଘଣ୍ଟା ମଧ୍ୟରେ ପୁଣି ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୬ ଜଣଙ୍କ ରକ୍ତ ନମୁନା ମଧ୍ୟରୁ ୧୪ ଜଣ ପଜିଟିଭ ରୋଗୀ ବାହାରିଥିଲେ। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି ହୋଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

ପୁଣି ନୂଆ ୧୦ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୨୧ ଛୁଇଁଲା

ସୁନ୍ଦରଗଡ଼ (କେନ୍ୟୁଜ): ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଜି ଆଉ ୧୦ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୫ ଜଣ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ…

ବ୍ୟାପୁଛି ସ୍କ୍ରବ୍ ଟାଇଫସ୍ : ଆଜି ପୁଣି ସୁନ୍ଦରଗଡ଼ରେ ୧୧ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୮୦ । ଏନେଇ ସୂଚନା ଦେଲେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ରୋଗକୁ…

ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡ଼ରେ ଜଣେ ମୃତ

ସୁନ୍ଦରଗଡ଼ (କେନ୍ୟୁଜ): ଡେଙ୍ଗୁ ପରେ ରାଜ୍ୟରେ ସ୍କ୍ରବ ଟାଇଫସକୁ ନେଇ ବଢୁଛି ଚିନ୍ତା । ସୁନ୍ଦରଗଡ଼ରେ ସ୍କ୍ରବ ଟାଇଫସ୍। ଜିଲ୍ଲାରେ ଜାନୁଆରୀ ମାସରୁ ବର୍ତ୍ତମାନ ସୁଦ୍ଧା ୧୩୨ ଜଣ ସ୍କ୍ରବ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ…

ହାତୀ ଉପଦ୍ରବ: ଘଉଡାଇବା ପାଇଁ ଯାଇଥିବା ବନକର୍ମଚାରୀଙ୍କୁ ପିଟିଲେ ଗାଁ ଲୋକ

ସୁନ୍ଦରଗଡ଼ (କେନ୍ୟୁଜ): ହାତୀ ପାଇଁ ବନକର୍ମଚାରୀଙ୍କୁ ମାଡ଼ । ହାତୀ ଘଉଡାଇବା ପାଇଁ ଯାଇଥିବା ବନକର୍ମଚାରୀଙ୍କୁ ମାଡ ମାରିଛନ୍ତି ଗାଁ ଲୋକେ । ସୁନ୍ଦରଗଡ଼ ଜିଲ୍ଲା ବାଙ୍କୀ ରେଞ୍ଜର ସମରଦରି ନିକଟ ତାଳବାହାଳି ଗାଁରେ ଗତ କିଛି ଦିନ ଧରି ହାତୀ ଉପଦ୍ରବ ଲାଗି ରହିଛି। ୨ଟି ଦନ୍ତା ହାତୀ ଗାଁରେ…