Browsing Tag

sunia festival

ଆଜି ପବିତ୍ର ସୁନିଆ ଉତ୍ସବ, ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆରମ୍ଭ ହେବ ୧୪୩୧ ସାଲ

ପୁରୀ (କେନ୍ୟୁଜ): ଆଜି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୧ ସାଲ । ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୬ ଅଙ୍କ ଆରମ୍ଭ ହେବ । ଜାତକ ଓ ପାଞ୍ଜି ଅଙ୍କ ଗଣନାର…

ଆସନ୍ତା କାଲି ଶ୍ରୀକ୍ଷେତ୍ରରେ ପାଳିତ ହେବ ଶ୍ରୀଜୀଉଙ୍କ ବାମନ ଉତ୍ସବ ସହିତ ସୁନିଆ ପର୍ବ, ଲାଗି ହେବ ସୁବର୍ଣ୍ଣ ଥାଳିରେ…

ଆସନ୍ତା କାଲି ଶ୍ରୀ ଜୀଉଙ୍କ ବାମନ ବେଶ। କେତେକ ଏହାକୁ ବଳିବାମନ ବେଶ ବୋଲି ମଧ୍ୟ କହିଥାନ୍ତି। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀକ୍ଷେତ୍ରରେ ଏହି ପର୍ବକୁ ପାଳନ କରାଯାଏ। ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଏହି ପର୍ବକୁ ପାଳନ କରାଯାଏ। ପୌରାଣିକ କଥାକୁ ଯଦି ଦେଖିବା ତେବେ…