୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ ଅଭିଯୋଗ ହୋଇଥିବା ବେଳେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ୱତନ୍ତ୍ର ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ବିଭିନ୍ନ ଜିଲ୍ଲାର…