Browsing Tag

supreme court

ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କ ଦ୍ୱାରା ବିଲ୍ ଗୁଡିକୁ ଅନୁମୋଦନ ଦେବା ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇ ପାରିବ…

ନୂଆଦିଲ୍ଲୀ : ରାଷ୍ଟ୍ରପତି କିମ୍ବା ରାଜ୍ୟପାଳଙ୍କ ଦ୍ୱାରା ବିଲ୍ ଗୁଡିକୁ ଅନୁମୋଦନ ଦେବା ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇ ପାରିବ ନାହିଁ । ରାୟ ଦେଲେ ସୁପ୍ରିମକୋର୍ଟ । ସମ୍ବିଧାନର ଧାରା ୧୪୩ ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ପ୍ରେସିଡେନସିଆଲ ରେଫେରେନସ ଜରିଆରେ…

ପାକିସ୍ତାନ ସୁପ୍ରିମକୋର୍ଟରେ ସିଲିଣ୍ଡର ବିସ୍ଫୋରଣ, ୪ ଆହତ

ପାକିସ୍ତାନ : ପାକିସ୍ତାନ ସୁପ୍ରିମକୋର୍ଟରେ ବିସ୍ଫୋରଣ । ବେସମେଣ୍ଟରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହେବାକୁ ଯୋଗୁଁ ୪ ଜଣ ଆହତ ହୋଇଛନ୍ତି । ବିସ୍ଫୋରଣ ବିଲିଡିଂରେ ସେଣ୍ଟ୍ରାଲ ଏସି ସିଷ୍ଟମ ମରାମି କାମ ସମୟରେ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ବିଲିଡିଂରେ ଆତଙ୍କ ଦେଖାଦେଇଛି । ସମସ୍ତେରେ…

ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଠକେଇ: ସୁପ୍ରିମକୋର୍ଟ

ଭୁବନେଶ୍ବର: ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା । ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ । ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ ଉପରେ ନିଜ ଆଡୁ ହୋଇଥିବା ମାମଲା ଉପରେ ଏପରି କହିଛନ୍ତି…

ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ, ନାଁ ସୁପାରିସ କଲେ CJI ବିଆର ଗଭାଇ

ନୂଆଦିଲ୍ଲୀ : ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତଙ୍କ ନାଁ ସୁପାରିସ୍ କଲେ CJI ବିଆର ଗଭାଇ । ନଭେମ୍ବର ୨୪ରେ ସୂର୍ଯ୍ୟକାନ୍ତ ପ୍ରଧାନ ବିଚାରପତି ଭାବେ ଶପଥ ନେଇପାରନ୍ତି । ଆସନ୍ତା ନଭେମ୍ବର ୨୩ ତାରିଖରେ…

ଦିଲ୍ଲୀବାସୀଙ୍କୁ ସୁପ୍ରିମକୋର୍ଟଙ୍କ ଉପହାର, ଦିଲ୍ଲୀରେ ସବୁଜ ବାଣକୁ ମିଳିଲା ଅନୁମତି

ନୂଆଦିଲ୍ଲୀ : ଦିଲ୍ଲୀବାସୀଙ୍କ ଆଶଙ୍କାକୁ ଦୂର କଲେ ସୁପ୍ରିମକୋର୍ଟ । ଦିଲ୍ଲୀରେ ସବୁଜ ବାଣକୁ ମିଳିଲା ଅନୁମତି । କୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବିକ୍ରୟ ଉପରେ ପ୍ରତିବନ୍ଧକ ଉଠାଇ ଦେଇଛନ୍ତି ଏବଂ ବାଣ ଫୁଟାଇବାକୁ ମଧ୍ୟ ଅନୁମତି ଦେଇଛନ୍ତି । ପ୍ରଧାନ ବିଜାରପତି ଜଷ୍ଟିସ ବିଆର ଗାଭାଇ ଓ…

ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମିଳିଥାଏ Z+ ସୁରକ୍ଷା, କୋର୍ଟରେ ନିୟୋଜିତ ରୁହନ୍ତି ୭୦୦ ଯବାନ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତିଙ୍କୁ ଆକ୍ରମଣ ଘଟଣାକୁ ପ୍ରତ୍ୟେକ ଭାରତୀୟ ନିନ୍ଦା କରୁଛନ୍ତି । କୋର୍ଟ ଭିତରେ ମୁଖ୍ୟ ବିଚାରପତିଙ୍କ ଉପରକୁ ଜୋତା ଫିଙ୍ଗିବା ଘଟଣାରେ ସିଜେଆଇଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠୁଛି । ଯଦି କେହି ଭାରତର ମୁଖ୍ୟ ବିଚାରପତିଙ୍କ ଉପରକୁ ଜୋତା…

ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତିଙ୍କ ଉପରେ ଆକ୍ରମଣରେ ପ୍ରତ୍ୟେକ ଭାରତୀୟ କ୍ଷୁବ୍ଧ, ପ୍ରଧାନମନ୍ତ୍ରୀ କଲେ ନିନ୍ଦା

ନୂଆଦିଲ୍ଲୀ : ସୁପ୍ରିମକୋର୍ଟରେ ମୁଖ୍ୟ ବିଚାରପତି ବି.ଆର୍ ଗଭାଇଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାକୁ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ଏକ୍ସରେ କହିଛନ୍ତି, " ସୁପ୍ରିମକୋର୍ଟ ପରିସରରେ ତାଙ୍କ ଉପରେ ହୋଇଥିବା ଆକ୍ରମଣରେ ପ୍ରତ୍ୟେକ ଭାରତୀୟଙ୍କୁ କ୍ଷୁବ୍ଧ କରିଛି ।…

ଅନନ୍ତ ଅମ୍ବାନୀଙ୍କୁ ବଡ଼ ଆଶ୍ବସ୍ତି, ବନତାରାକୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବନତାରା ମାମଲାର ତଦନ୍ତ କରୁଥିବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଏସଆଇଟି ଗୁଜରାଟର ଜାମନଗର ସ୍ଥିତ ପ୍ରାଣୀ ଉଦ୍ଧାର ଏବଂ ପୁନର୍ବାସ କେନ୍ଦ୍ର ବନତାରାକୁ କ୍ଲିନ୍ ଚିଟ୍ ଦେଇଛି । ସୁପ୍ରିମକୋର୍ଟର ମାନ୍ୟବର ବିଚାରପତି ପଙ୍କଜ ମିଥଲ ଏବଂ ପି.ବି. ବରାଲେଙ୍କ ଖଣ୍ଡପୀଠ ଏସଆଇଟି…

ୱାକଫ ଆଇନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ପୁରା ଆଇନ ଉପରେ ରୋକ ଲଗାଇବାକୁ ମନା କଲେ କୋର୍ଟ

ନୂଆଦିଲ୍ଲୀ : ୱାକଫ ଆଇନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୂରା ଆଇନ ଉପରେ ରୋକ୍ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ । ଆଇନ ବଳବତ୍ତର ରହିବ । ତେବେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରାବଧାନ ଉପରେ କଟକଣା ଲଗାଇଛନ୍ତି କୋର୍ଟ । ସର୍ବୋଚ୍ଚ ଅଦାଲତ ଆଇନର ୨ଟି ଧାରା ଉପରେ ସ୍ଥଗିତ ରଖିଛନ୍ତି । ୫…

ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ କରିବା ଯାଚିକାରେ ସୁପ୍ରିମକୋର୍ଟଙ୍କ ଶୁଣାଣି, ମ୍ୟାଚ୍ ଚାଲିବା ଉଚିତ୍

ନୂଆଦିଲ୍ଲୀ: ଏସିଆ କପ୍ ୨୦୨୫ ସେପ୍ଟେମ୍ବର ୯ରୁ ଆରମ୍ଭ ହୋଇଛି । ୧୪ ସେପ୍ଟେମ୍ବରରେ ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ଫ୍ୟାନ୍ସ ଉତ୍ସାହିତ ରହିଛନ୍ତି । ଏହାକୁ ନେଇ ସୁପ୍ରିମକୋର୍ଟ କହିଛନ୍ତି, ଭାରତ-ପାକିସ୍ତାନ ମ୍ୟାଚ୍ ଚାଲିବା ଉଚିତ । ଏସିଆ କପରେ ଭାରତ-ପାକିସ୍ତାନ କ୍ରିକେଟ୍…

ବିହାର SIR: ନିର୍ବାଚନ କମିଶନଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ଆସନ୍ତାକାଲି ସୁପ୍ରିମକୋର୍ଟରେ ହେବ ଗୁରୁତ୍ୱପୂର୍ଣ୍ଣ…

ବିହାର : ନିର୍ବାଚନ କମିଶନଙ୍କ ବିହାରରେ SIR କରିବା ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟ ଆସନ୍ତାକାଲି ଆବେଦନର ଶୁଣାଣି କରିବେ ।  ବିଚାରପତି ସୂର୍ଯ୍ୟକାନ୍ତ ଏବଂ  ବିଚାରପତି ଜ୍ୟୋମଲ୍ୟା ବାଗଚୀଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ ।  ବିହାରରେ ସ୍ପେସାଲ ଇଣ୍ଟେନସିଭ ରିଭିଜନ ଅର୍ଥାତ୍…

ଅପିଲ୍ସ କୋର୍ଟ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ,ଟାରିଫ ନେଇ ସୁପ୍ରିମକୋର୍ଟ ଗଲେ ଟ୍ରମ୍ପ

ଆମେରିକାରେ ଟାରିଫକୁ ନେଇ ଲାଗିରହିଛି ଅନିଶ୍ଚିତତାର ବାତାବରଣ ।  ଟାରିଫକୁ ନେଇ ଅପିଲ୍ସ କୋର୍ଟର ନିଷ୍ପତ୍ତିର ପୁନର୍ବିଚାର ପାଇଁ ସୁପ୍ରିମକୋର୍ଟ ଗଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।  ଟ୍ରମ୍ପଙ୍କ ଟାରିଫ ନିଷ୍ପତ୍ତିକୁ ଅବୈଧ ଘୋଷଣା କରିଥିଲେ ଫେଡେରାଲ ସର୍କିଟ ଅପିଲ୍ସ କୋର୍ଟ ।…