ଶ୍ରୀମନ୍ଦିର ପାର୍ଶ୍ୱରୁ ଉଚ୍ଛେଦ ମାମଲା, ବନ୍ଦ କରିବାକୁ ନେଇ ହୋଇଥିବା ଆବେଦନ ସୁପ୍ରିମକୋର୍ଟରେ ଖାରଜ
ପୁରୀ(କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ଚାରିପାଖରୁ ୭୫ ମିଟର ଉଚ୍ଛେଦକୁ ବିରୋଧ କରି ଦାୟର ସମସ୍ତ ଆବେଦନ ସୁପ୍ରିମକୋର୍ଟରେ ଖାରଜ । ଉଚ୍ଛେଦ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରାଯାଇଥିଲା । ଏହାକୁ କୋର୍ଟ ଖାରଜ କରିଦେଇଛନ୍ତି । ଆଡଭୋକେଟ ଜେନେରାଲ ଅଶୋକ ପରିଜା ସୁପ୍ରିମକୋର୍ଟଙ୍କୁ…