ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ଚର୍ଚ୍ଚିତ ସୁର ବାବାଙ୍କ ପରଲୋକ
ଭୁବନେଶ୍ୱର : ତ୍ରାହି ଅଚ୍ୟୁତ ଆଶ୍ରମର ପ୍ରତିଷ୍ଠାତା ଚର୍ଚ୍ଚିତ ସୁର ବାବାଙ୍କ ପରଲୋକ। ଗତକାଲି ରାତିରେ ତାଙ୍କର ପରଲୋକ ହୋଇଛି। ଅସୁସ୍ଥତା ଯୋଗୁଁ କିଛି ଦିନ ହେଲା ସେ ରାଜଧାନୀର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସତ୍ୟାଗ…