Below header
Browsing Tag

suresh chandra mohapatra

ବାଲେଶ୍ୱରରେ ତିନି ସଚିବଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା

ବାଲେଶ୍ୱର: ବାଲେଶ୍ୱରରେ ତିନି ସଚିବଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, 5T ସଚିବ ଭି.କାର୍ତ୍ତକେୟନ୍‌ ପାଣ୍ଡିୟାନ୍‌ ଓ ପୂର୍ତ୍ତ ସଚିବ ଡକ୍ଟର କ୍ରିଷନ କୁମାର ବିଭିନ୍ନ କାମର ସମୀକ୍ଷା କରିଛନ୍ତି । ବାଲେଶ୍ୱର ସହରର ରାସ୍ତା…

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ବର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି…