ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର
କେନ୍ୟୁଜ(ବ୍ୟୁରୋ) : ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶା ରେଗୁଲାଟେରୀ କମିସନ(ଓଇଆସି) ର ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଶୁକ୍ରବାର ଏ ସମ୍ପର୍କରେ ବିଜ୍ଞପ୍ତି…