Below header
Browsing Tag

surjya narayan patra

ମୃତ୍ୟୁ ପରେ ବି ଦୁନିଆ ଦେଖିବେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଚକ୍ଷୁଦାନ କଲେ ପରିବାର ଲୋକେ

ଭୁବନେଶ୍ୱର (କେନ୍ୟୁଜ): ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଶନିବାର ସନ୍ଧ୍ୟା ୭ଟା…

୨୫ ତାରିଖରୁ ଆରମ୍ଭ ହେବା ବିଧାନସଭା ଅଧିବେଶନ, ଆସନ୍ତାକାଲି ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ବର (କେନ୍ୟୁଜ୍): ଚଳିତ ମାସ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଷୋଡ଼ଶ ବିଧାନସଭାର ଛଅ ଦିନିଆ ଅଧିବେଶନ।  କିପରି ସୁଚାରୁ ରୂପେ ସବୁଦଳର ନେତୃବୃନ୍ଦଙ୍କ ସହଯୋଗ ଓ ସହଭାଗିତାରେ ସଂପାଦିତ ହେବ ସେ ସଂପର୍କରେ ବିଶଦ ଆଲୋଚନା ପାଇଁ ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଏକ…

ଆସନ୍ତା ୨୫ରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ବିଧାନସଭା ସୁରୁଖୁରୁରେ ଚାଲିବା ନେଇ…

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଆସନ୍ତା ୨୯ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ବିଧାନସଭା ସୁରୁଖୁରୁରେ ଚାଲିବା ନେଇ ସର୍ବଦଳୀୟ ବୈଠକରେ ଆଲୋଚନା ହେବ। ଏହାସହ ସମସ୍ତ ବିଧାୟକ, ମନ୍ତ୍ରୀ, ବିଧାନସଭା…

ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ବର: ରାଜ୍ୟାପାଳ ଗଣେଶୀଲାଲଙ୍କୁ ଭେଟିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟିଛନ୍ତି ବାଚସ୍ପତି ସୂର୍ଯ୍ୟ ପାତ୍ର । ବାଚସ୍ପତି ହେବା ପରେ ସେ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଗତକାଲି ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ…