ତାରା ବାହିନୀପତି ଓ ରମେଶ ଜେନା ସସ୍ପେଣ୍ଡ, ଗୃହକୁ ୭ ଦିନ ପାଇଁ ଯିବା ମନା
ଭୁବନେଶ୍ୱର : ଆଉ ଦୁଇ କଂଗ୍ରେସ ବିଧାୟକ ନିଲମ୍ବିତ । ତାରାପ୍ରସାଦ ବାହିନୀପତି ଓ ରମେଶ ଜେନାଙ୍କୁ ନିଲମ୍ବନ କଲେ ବାଚସ୍ପତି । ବାଚସ୍ପତିଙ୍କ ତାଗିଦ୍ ସତ୍ତ୍ବେ ଉଭୟ ବିଧାୟକ ଗୃହରେ ଘଣ୍ଟ ପିଟିଥିଲେ । ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକଙ୍କୁ ଗୃହରୁ ୭ ଦିନ ପାଇଁ ସସ୍ପେଣ୍ଡ କରାଯାଇଛି ।…