Browsing Tag

suspicious body

ମହିଳାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ! ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ

ଢେଙ୍କାନାଳ (କେନ୍ୟୁଜ): ମହିଳାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର। ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଉଁଶପାଳ ପଞ୍ଚାୟତ ପୁରୁଣାପାଣି ସାହିର ଘଟଣା। ଜଣେ ମହିଳାଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ହେଲେ ପୁରୁଣାପାଣି ସାହିର…