ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ
କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ । ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି । ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ । ଗତକିଛି ଦିନ ତଳେ ଏକ ମାମଲାରେ ଗିରଫ ହୋଇ ରାଣୀ ବଣିଆ…