ଆଜି ଭାରତ ଓ ନ୍ୟୁଜିଲାଣ୍ଡ ଟି-୨୦ ବିଶ୍ୱକପ ମ୍ୟାଚ୍, ଚୂଡ଼ାନ୍ତ ଏକାଦଶରେ ହୋଇପାରେ ବଡ ପରିବର୍ତ୍ତନ
ଆଜି ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ହେବ ଟକ୍କର। ଗତ ରବିବାର ପାକିସ୍ତାନ ବିପକ୍ଷରେ ଦଳ ହାରିବା ପରେ ଏ ରବିବାର କେମିତି ନ୍ୟୁଜିଲାଣ୍ଡ ବିପକ୍ଷ ମୁକାବିଲାର ସାମ୍ନା କରିବ ତା’କୁ ନେଇ ଚାଲିଛି କଳ୍ପନାଜଳ୍ପନା। ଏପଟେ ଭାରତୀୟ ଟିମ୍ରେ ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ…