ଆଜି ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଟି-୨୦: ସିରିଜ ଜିତିବା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ, ସଞ୍ଜୁଙ୍କ ସ୍ଥାନରେ ଖେଳିବେ…
ଆଜି ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ ଦ୍ୱିତୀୟ ଟି-୨୦ ମ୍ୟାଚ୍ । ପୁନେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ସନ୍ଧ୍ୟାରେ ୭ଟାରେ ଖେଳାଯିବ ମ୍ୟାଚ୍ । ପ୍ରଥମ ମ୍ୟାଚକୁ ରୋମାଞ୍ଚକ ଅନ୍ଦାଜରେ ଜିତି ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ଏବେ ଦ୍ୱିତୀୟଟି-୨୦ ମ୍ୟାଚ ଜିତିବା…