Below header
Browsing Tag

t20 match in barabati

ବାରବାଟୀରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ମ୍ୟାଚ୍‌

କଟକ (କେନ୍ୟୁଜ୍‌) : ବାରବାଟୀକୁ ଫେରିଲା ଅନ୍ତର୍ଜାତୀୟ ଟି-୨୦। ଜୁନ୍‌ ୧୨ ତାରିଖରେ ଐତିହାସିକ ବାରବାଟୀ ଷ୍ଟାଡିୟମ୍‌ରେ ଏହି ମ୍ୟାଚ୍‌ ଖେଳାଯିବ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏହି ମ୍ୟାଚ୍‌ ଖେଳାଯିବ ବୋଲି ଆଜି ସୂଚନା ଦେଇଛନ୍ତି ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ ସମ୍ପାଦକ ସଞ୍ଜୟ…