Browsing Tag

tabla player

ଆଉ ଶୁଭିବନି ତବଲାର ଧୂନ, ପରଲୋକରେ ବିଶିଷ୍ଟ ତବଲା ବାଦକ ରାଧାକାନ୍ତ ନନ୍ଦ

ଭୁବନେଶ୍ବର(କେନ୍ୟୁଜ୍): ଓଡ଼ିଶାର ବିଶିଷ୍ଟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଆଜି ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ସେ ବହୁ ଓଡ଼ିଆ ଫିଲ୍ମ ଓ…