ପ୍ରଧାନମନ୍ତ୍ରୀଙ୍କ ମହାକୁମ୍ଭ ଗସ୍ତ, ଆଜି ବୁଡ଼ ପକାଇବେ ମୋଦି
ଆଜି ମାଘ ଅଷ୍ଟମୀରେ ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ । ସକାଳ ପ୍ରାୟ ୧୦ଟାରେ ମୋଦି ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ। ଏହାପରେ ସେଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ଯିବେ । ସକାଳ ୧୦ଟା ୪୫ ମିନିଟରେ ମୋଦି ଅରେଲ ଘାଟରେ ପହଞ୍ଚିବେ । ଅରେଲ ଘାଟରେ ଡଙ୍ଗାରେ ବସି ମହାକୁମ୍ଭ ସଙ୍ଗମ…