Browsing Tag

take oath

ଆଜି ରାଜ୍ୟପାଳ ଭାବେ ଶପଥ ନେବେ ଡ. ହରିବାବୁ କମ୍ଭମପତି, ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି

ଭୁବନେଶ୍ଵର : ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ସକାଳ ୧୦ଟା ୧୫ ମିନିଟ ସମୟରେ ରାଜଭବନ ଅଭିଷେକ ହଲ୍ ରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି । ରଘୁବର ଦାସଙ୍କ ଇସ୍ତଫା ପରେ ଗତ…

ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ ହେମନ୍ତ ସୋରେନ, ସାମିଲ ହେବେ ୩୫ ହଜାର ସମର୍ଥକ

ଆଜି ଝାଡଖଣ୍ଡରେ ନୂଆ ସରକାର । ପୁଣି ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ । ଚତୁର୍ଥ ଥର ପାଇଁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜେଏମଏମ ନେତା ହେମନ୍ତ ସୋରେନ । ରାଞ୍ଚିର ମୋରାବାଦି ଗ୍ରାଉଣ୍ଡରେ ଅପରାହ୍ନ ୪ଟା ବେଳେ ହେମନ୍ତ ସୋରେନ ପଦ ଓ ଗୋପନୀୟତାର ଶପଥ ପାଠ କରିବେ। ଏଥିପାଇଁ…

ଆଜି ଜମ୍ମୁକଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓମର ଅବଦୁଲ୍ଲା, ଯୋଗ ଦେବେ ଇଣ୍ଡିଆ ମେଣ୍ଟର ବହୁ ନେତା

ଆଜି ଶପଥ ନେବେ ଓମର । ଜମ୍ମୁକଶ୍ମୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନ୍ୟାସନାଲ କନଫରେନ୍ସ ନେତା ଓମର ଅବଦୁଲ୍ଲା । ଶ୍ରୀନଗରରେ ହେବାକୁ ଥିବା ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖରଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଯୋଗ ଦେବେ । ସେମାନଙ୍କ ସହିତ ଇଣ୍ଡିଆ…