ଆଜି କଟକ ତାଳଦଣ୍ଡା କେନାଲ ପାର୍ଶ୍ୱ ରାସ୍ତାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
କଟକ : ଆଜି କଟକ ତାଳଦଣ୍ଡା କେନାଲ ପାର୍ଶ୍ୱ ରାସ୍ତାର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂଧ୍ୟା ୬ଟାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ତାଳଦଣ୍ଡାର ବାମ ଓ ଡାହାଣ କେନାଲ ବନ୍ଧକୁ ୩ ଲେନ୍ କରିବାକୁ ଲକ୍ଷ୍ୟ ରଖାଯାଇଛି।
ଏହି ଉଭୟ…