ଗୁରୁଦିବସରେ ୪୬ ଶିକ୍ଷକ ପାଇବେ ରାଷ୍ଟ୍ରପତି ପୁରସ୍କାର, ଓଡିଶାରୁ ଜଣେ ମନୋନୀତ
କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୫ ବା ଗୁରୁଦିବସରେ ଦେଶର ୪୬ ଶିକ୍ଷକ ପାଇବେ ରାଷ୍ଟ୍ରପତି ପୁରସ୍କାର । ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ମନ୍ତ୍ରଣାଳୟ ଶିକ୍ଷକ ଦିବସରେ ଅର୍ଥାତ ପ୍ରତିବର୍ଷ ସେପ୍ଟେମ୍ବର ମାସରେ ଦେଶର ଶ୍ରେଷ୍ଠ ଶିକ୍ଷକମାନଙ୍କୁ ଜାତୀୟ ପୁରସ୍କାର ପ୍ରଦାନ କରିବା…