ଆଇପିଏସ ଅଧିକାରୀଙ୍କୁ ଧକ୍କା ଦେଲା ମୁଖ୍ୟମନ୍ତ୍ରୀଙ୍କ କାର୍, କରିବାକୁ ପଡିଲା ସର୍ଜରୀ
ତେଲଙ୍ଗାନାର ଭଦ୍ରାଦ୍ରି କୋଠାଗୁଡେମ ଜିଲ୍ଲାରେ ଅଘଟଣ । ଆଇପିଏସ୍ ଅଧିକାରୀଙ୍କୁ ଧକ୍କା ଦେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ । ଆଇପିଏସ୍ ଅଧିକାରୀ ଜଣକ ଡ୍ୟୁଟିରେ ଥିବା ସମୟରେ ଏଭଳି ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ଗୁରୁତର ହୋଇଥିବା ଆଇପିଏସ୍ ଅଧିକାରୀଙ୍କର ସର୍ଜରୀ ହୋଇଥିବା ଜଣାଯାଇଛି ।…