Browsing Tag

temperature in odisha

ଡହଡହ ଖରାରେ ଜଳୁଛି ଓଡ଼ିଶା: ୪୫ ଡିଗ୍ରୀ ମୁହାଁ ପାରଦ, ୫ ଦିନ ଗ୍ରୀଷ୍ଣ ପ୍ରବାହ ପାଇଁ ଚେତାବନୀ

ଭୁବନେଶ୍ୱର (କେନ୍ୟୁଜ): ୪୫ ଡିଗ୍ରୀ ମୁହାଁ ପାରଦ। ଡହଡହ ଖରାରେ ସିଝୁଛି ରାଜ୍ୟ । ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ । ସକାଳ ୯ଟାରୁ ବଢୁଛି ଖରାର ତେଜ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡଗ୍ରୀ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୭ରୁ ୨୦…

ବଢ଼ିବ ତାତି, ଜଳିବ ଓଡ଼ିଶା; ୪୦ ଟପିବ ତାପମାତ୍ରା !

ଭୁବନେଶ୍ୱର (କେନ୍ୟୁଜ): ବଢ଼ିବ ତାତି, କଲବଲ କରିବ ଖରା । ୪୦ ଟପିବ ତାପମାତ୍ରା !। ଗତକାଲି ୫ ସହରର ତାପମାତ୍ରା ୩୫.୫ ଡିଗ୍ରୀ ସେଲସିୟସ ରହିଥିବାବେଳେ ଓଡ଼ିଶାର ସମସ୍ତ ଜିଲ୍ଲାର ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଛି। ଆଗକୁ ଆହୁରି ବଢିବ ତାତି। ୨୬ ତାରିଖ ବେଳକୁ ରାଜ୍ୟର ଅଧିକାଂଶ ସ୍ଥାନର…

ରାଜ୍ୟରେ ଆହୁରି ବଢିବ ତାତି : ପାରଦ ଛୁଇଁବ ୪୦ ଡିଗ୍ରୀ

ଭୁବନେଶ୍ୱର (କେନ୍ୟୁଜ): ବଢିବ ତାତି । ଅସହ୍ୟ ଖରା ଓ ଗରମ କରିବ କଲବଲ । ପାରଦ ଛୁଇଁବ ୪୦ ଡିଗ୍ରୀ । ୧୩ତାରିଖରେ ଅଧା ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ନେଇ ଆକଳନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଗାମୀ ୨ ଦିନ ଯାଏ ଦିନର ତାପମାତ୍ରା ୪ରୁ ୬ଡିଗ୍ରୀ ବୃଦ୍ଧି ପାଇବ । ରାତି…

ସକାଳୁ ସକାଳୁ ଥଣ୍ଡାରେ ଥରୁଛି ପୁରା ଓଡିଶା, ଅନେକ ସ୍ଥାନରେ ୧୫ ଡିଗ୍ରୀ ତଳେ ରାତି ତାପମାତ୍ରା

ଭୁବନେଶ୍ୱର (କେନ୍ୟୁଜ): ଖସୁଛି ପାରଦ । ବଢୁଛି ଥଣ୍ଡା । ରାଜ୍ୟକୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା କମୁଛି । ଗତ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ଯାଏ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଅଧା…

ଆହୁରି ୩ ଦିନ ତାତିରୁ ନାହିଁ ନିସ୍ତାର, ତାପମାତ୍ରା ସ୍ୱାଭାବିକଠାରୁ ୪ରୁ ୭ ଡିଗ୍ରୀ ଅଧିକ ରହିବା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ଓଡ଼ିଶା । ଭୀଷଣ ଗ୍ରୀଷ୍ମ ପ୍ରବାହ । ଆହୁରି ୩ ଦିନ ଜଳାଇବ, ସିଝାଇବ ଓ କଲବଲ କରିବ । ୨୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ସିଭିୟର ହିଟ୍‌େଓ୍ଵଭ୍‌ ନେଇ ଆଜି ପାଇଁ ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ପଶ୍ଚିମ…

ପ୍ରଚଣ୍ଡ ତାତିରେ କଲବଲ ହେଲାଣି ଓଡ଼ିଶା, ଦୁଇ ତିନି ଦିନ ଭିତରେ ୪୩ ଡିଗ୍ରୀ ଛୁଇଁବ ପାରା

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆହୁରି ଜଳିବ ଓଡ଼ିଶା । ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଅସହ୍ୟ ଗରମରେ ଆଉଟୁ ପାଉଟୁ ହେଉଛନ୍ତି ରାଜ୍ୟବାସୀ। ଉପାନ୍ତରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଲୋକଙ୍କୁ ଗରମରୁ ନିସ୍ତାର ମିଳୁନାହିଁ। ଏଣେ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ…

ଆଗାମୀ ୩ଦିନ ରାଜ୍ୟରେ ବୃଦ୍ଧି ପାଇବ ଦିନର ତାପମାତ୍ରା, ଅନୁଭୂତ ହେବ ଗୁଳୁଗୁଳି

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ତିନି ଦିନ ତାତି । ଆଗାମୀ ୩ଦିନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଫଳରେ ଦିନ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବ । କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।…

୨ ଦିନ ପରେ ଆହୁରି ବଢିବ ତାପମାତ୍ରା, ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବହିବ ଗ୍ରୀଷ୍ମଲହରୀ

ଭୁବନେଶ୍ୱର(କେନ୍ୟୁଜ): ୨ଦିନ ପରେ ବଢିବ ତାତି। ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଅନୁଭୂତ ହେବ ଅସହ୍ୟ ଗ୍ରୀଷ୍ମଲହରୀ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେପଟେ ରାଜ୍ୟରେ ବଢୁଛି ତାତି। ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି। ୪୦.୮ ଡିଗ୍ରୀ ସହ…

ଅସହ୍ୟ ଖରା ତାତିକୁ ନେଇ ବ୍ୟତିବ୍ୟସ୍ତ ରାଜ୍ୟବାସୀ, ଗତ ୨୪ ଘଣ୍ଟାରେ ୧୦ଟି ସ୍ଥାନର ତାପମାତ୍ରା ୩୫ ଡିଗ୍ରୀ ଉପରେ

ଭୁବନେଶ୍ୱର: ଅସହ୍ୟ ଖରା ସାଙ୍ଗରୁ ତାତି। ଯାହାକୁ ନେଇ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ। ଗତ ୨୪ ଘଣ୍ଟାରେ ରାଜ୍ୟର ୧୦ଟି ସ୍ଥାନରେ ୩୫ ଡିଗ୍ରୀ ଉପରେ ରହିଛି ତାପମାତ୍ରା। ଗତକାଲି ଅନୁଗୁଳ ଉତପ୍ତ ସହର ରହିଥିବା ବେଳେ ଆଜି ଗଜପତି ଜିଲ୍ଲାରେ ତାପମାତ୍ରା ସବୁଠାରୁ ଅଧିକ ରହିଛି। ଜିଲ୍ଲାରେ…