ଆଜିଠୁ ଆହୁରି ବଢ଼ିବ ତାତି, ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି
ଭୁବନେଶ୍ୱର : ସାରା ରାଜ୍ୟରେ ଗରମ ଓ ଗୁଳୁଗୁଳି । ଆଜିଠୁ ଆହୁରି ବଢ଼ିବ ତାତି । ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବିଜୁଳି,…